pakka

ଜୟପାଟଣାଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

bbehera

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ, କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୭୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୨୮ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୪୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୨୧ଟି ଅଭିଯୋଗର ସମାଧାନ ତୁରନ୍ତ କରାଯାଇଥିଲା ।

jay balangir
Leave A Reply

Your email address will not be published.

4 × four =

error: Content is protected !!