pakka

ମହିଳା ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ମହାବିଦ୍ୟାଳୟରେ ୨୦ ଦିନ ଧରି ଚାଲିଥିବା ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରଣୀ ନାଥଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ତାଲିମପ୍ରାପ୍ତ ଛାତ୍ରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ସଭାରେ ସହ ସଂଯୋଜିକା ସୁଶ୍ରୀ ସଂଗୀତା ଗୌନ୍ତିଆ, ସୁଶ୍ରୀ କାଦମ୍ବିନୀ ପାଣିଗ୍ରାହୀ, ଅଧ୍ୟାପକ ଅନିଲ ପୁରୋହିତ ଏବଂ ସୁଶ୍ରୀ ଗୀତା ପୁରୋହିତ ଉପସ୍ଥିତ ଥିଲେ । ଛାତ୍ରୀମାନେ ଶିଖିଥିବା କଳାକୌଶଳ ପ୍ରଦର୍ଶନ କରିଥିଲେ । ଶେଷରେ ନୋଡାଲ ଅଫିସର ଡ଼. ଚନ୍ଦ୍ରିକା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।

jay balangir
Leave A Reply

Your email address will not be published.

twenty − 17 =