ବାଲିଝୁଡ଼ି ଠାରେ ରକ୍ତଦାନ ଶିବିର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲ୍ଲୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଥିବା ଲାଠିକଟା ବ୍ଲକ ଅନ୍ତର୍ଗତ ଜଲଦା ସ୍ଥିତ ବାଳିଝୁଡ଼ି ଠାରେ ଜଳଦା ବିଜେପି ମଣ୍ଡଳ ଦ୍ୱାରା ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ରଘୁନାଥପାଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । ଏହି ଶିବିରରେ ବହୁ ଯୁବକମାନେ ଯୋଗଦେଇ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ ।

Leave A Reply

Your email address will not be published.