om academy

ବେଲପଡାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

jsm

ବେଲପଡା, (କେପିଏନ୍‌ଏସ୍‌) : ବେଲପଡାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଭିନ୍ନକ୍ଷମମାନେ ଆସି ଭାଗ ନେଇଥିଲେ । ବିଡିଓ ଭିକ୍ଟର ସୋରେନ, ଏବିଡିଓ ସରଥୀ ସାହୁ, ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷଙ୍କ ସହ ଉପ ଜିଲ୍ଲାପାଳ ଉପସ୍ଥିତ ଥିଲେ ।

Leave A Reply

Your email address will not be published.