oum

ଆଜିଠାରୁ ରାଜଧାନୀର ସମସ୍ତ ଧାର୍ମିକ ଅନୁଷ୍ଠାନଗୁଡ଼ିକରେ ଭକ୍ତଙ୍କ ପ୍ରବେଶ ମନା

jsm

ଭୁବନେଶ୍ୱର, (କେ. ସତ୍ୟନାରାୟଣ ରେଡ୍ଡୀ ) : ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି । ଆଜି ଠାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନ ଗୁଡ଼ିକୁ ଭକ୍ତଙ୍କ ପ୍ରବେଶ ଉପରେ ବାରଣ ଲଗାଯାଇଛି । ତେବେ ଧର୍ମାନୁଷ୍ଠାନରେ କେବଳ ନୀତିକାନ୍ତିକୁ ଅନୁମତି ମିଳି । ଗତକାଲି ବିଭିନ୍ନ ଧର୍ମାନୁଷ୍ଠାନର କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କ ସୂଚନା ।

Leave A Reply

Your email address will not be published.