centurian jitm

ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରାର ସିଧାପ୍ରସାରଣ

nschool

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରାର ସିଧାପ୍ରସାରଣ ଶ୍ରଦ୍ଧାଳୁମାନେ ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମ ତଥା ସାମାଜିକ ଗଣମାଧ୍ୟମରେ ଦେଖି ପାରିବେ । ଏଥି ପାଇଁ ଦୂରଦର୍ଶନ ସହାୟତାରେ କମନ୍‌ଫିଡ୍ ପ୍ରଦାନ କରାଯିବା ଲାଗି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!