pr

ପଦ୍ମପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀଙ୍କ ବିୟୋଗରେ ଶୋକ

dr. purohit

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂ ବରିହାଙ୍କ ଅକାଳ ବିୟୋଗରେ ନିଖିଳ ଉତ୍କଳ ବେସରକାରୀ କଲେଜ ଶିକ୍ଷକ ସଂଘ, ବରଗଡ଼ ଜିଲ୍ଲା ଶାଖା ତରଫରୁ ଗଭୀର ଶୋକ ବ୍ୟକ୍ତ କରାଯାଇଛି । କାର୍ଯ୍ୟକାରୀ ସଭାପତି ପ୍ରାଧ୍ୟାପକ ବିଦ୍ୟାଧର ଦାଶ, ସମ୍ପାଦକ ପ୍ରାଧ୍ୟାପକ ପ୍ରଫୁଲ୍ଲ କୁମାର ମିଶ୍ର, ସଂଗଠନ ସମ୍ପାଦକ ପ୍ରାଧ୍ୟାପକ ସୁଦୀପ୍ତ କୁମାର ଦାଶ, ପ୍ରାଧ୍ୟାପକ ଦଧିବାମନ ଦାଶ, ପ୍ରାଧ୍ୟାପକ ଡ଼.ବିରଞ୍ଚି ସାହୁ ଅଶୃଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ ପୂର୍ବକ ପ୍ରମୁଖ ପଶ୍ଚିମ ଓଡ଼ିଶା ଜଣେ ଆଦର୍ଶ, ଜନପ୍ରିୟ, ବର୍ଷୀୟାନ ନେତା ତଥା ଶିକ୍ଷାବିତ୍‌ଙ୍କୁ ହରାଇଲା ଓ ବରଗଡ ଜିଲ୍ଲାର ଅପୂରଣୀୟ କ୍ଷତି ହୋଇଛି ବୋଲି କହିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

nrusinghnath
Leave A Reply

Your email address will not be published.