p purohi

ବାହୁଡ଼ା ଯାତ୍ରା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

dr. purohit
  • ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
  • ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

ଭୁବନେଶ୍ୱର : ଗତକାଲି ବାହୁଡା ଯାତ୍ରା ସମୟରେ କେଉଁଝର ଜିଲ୍ଲା କେନ୍ଦୁଆ ଗ୍ରାମଠାରେ ୩ ଜଣ ଓ କୋରାପୁଟ ଜିଲ୍ଲା କୋଲାବ ନଗରଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

nrusinghnath
Leave A Reply

Your email address will not be published.