csstore

ନବ ଦାସଙ୍କ ବିୟୋଗରେ ଶୋକସଭା

କଳାହାଣ୍ଡି, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକର ରିଷିଡା ପଂଚାୟତ ଭବନଠାରେ ବିଜେଡି ପକ୍ଷରୁ ଏକ ଶୋକସଭା ବରିଷ୍ଠ ସାମ୍ବାଦିକ ନରୋତ୍ତମ ସେଲମାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ସରପଞ୍ଚ ତଥା ବିଜୁ ମହିଳା ଜନତା ଦଳ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ସେବତୀ ରଣା, ବରିଷ୍ଠ ନେତା ଅନ୍ତର୍ଯ୍ୟାମୀ ସାହୁ, ପୂର୍ବତନ ସରପଞ୍ଚ ନାରାୟଣ ରଣା, ଛାତ୍ର ବିଜେଡି ବ୍ଲକ ସଭାପତି ସଲିମ ଶେଖର ରଣା, ଯୁବ ବିଜେଡି ଡିଜିଟାଲ ସଂଯୋଜକ ତ୍ରିଶଙ୍କ ରଣା, ରଞ୍ଜନ ନାଏକ, ମୁକେଶ ନାଏକ, ମନୋଜ ରଣା, କୈଳାଶ କୁମୁରା, ବବଲୁ ଦଣ୍ଡସେନା, ତାରାଚନ ପୋଢ଼ ପ୍ରମୁଖ ଯୋଗଦେଇ ସ୍ୱର୍ଗତ ନବ ଦାସଙ୍କ ଫଟୋ ଚିତ୍ରରେ ପୁଷ୍ପ ଅର୍ପଣ କରିବା ସହ ସୃତିଚାରଣ କରିଥିଲେ ।

jayashree
Leave A Reply

Your email address will not be published.