pakka

କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି

bbehera

ନୂଆଦିଲ୍ଲୀ : କଂଗ୍ରେସ ଅନ୍ତରୀଣା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ସୋନିଆ ଗାନ୍ଧୀ ଏବେ କୋଭିଡ ଆକ୍ରାନ୍ତ ହୋଇଥିବା ଯୋଗୁଁ ଆଜି ତାଙ୍କ ଠାରେ ସ୍ୱାସ୍ଥ୍ୟଗତ ଜଟିଳତା ଦେଖାଦେଇଥିଲା । ଆଜି ତାଙ୍କୁ ଦିଲ୍ଲୀର ଗଙ୍ଗାରାମ ହସ୍ପଟାଲରେ ଭର୍ତ୍ତି କରାଯାଇଛି । ଏନେଇ କଂଗ୍ରେସ ଜାତୀୟ ମୁଖପାତ୍ର ରଣଦୀପ ସୂର୍ଯ୍ୟେୱାଲା ସୂଚନା ଦେଇଥିବା ବେଳେ ବର୍ତ୍ତମାନ ସୋନିଆଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା କୁହାଯାଇଛି ।

jay balangir
Leave A Reply

Your email address will not be published.

three × five =