ସ୍ୱାଧୀନତା ସଂଗ୍ରାମୀ ଶହୀଦ୍ ରଘୁ-ଦିବାକରଙ୍କ ଶ୍ରାଦ୍ଧ ଦିବସ ଅବସରରେ ପୁଷ୍ପମାଲ୍ୟ ଅର୍ପଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ‌ସ୍ୱାଧୀନତା ସଂଗ୍ରାମୀ ଶହୀଦ୍ ରଘୁ-ଦିବାକରଙ୍କ ଶ୍ରାଦ୍ଧ ଦିବସ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଭୁବନେ‌ଶ୍ୱର ୟୁନିଟ-୩ ସ୍ଥିତ ରଘୁ-ଦିବାକରଙ୍କ ପ୍ରତିମୂର୍ତ୍ତିରେ ଆଜି ସକାଳେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ରାଜ୍ୟ ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.