pakka

ବାଲୁକା କଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ମା’ଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ

bbehera

ଭୁବନେଶ୍ୱର : ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାତା ହୀରାବେନ ମୋଦୀଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ସେ ବାଲୁକା କଳାରେ ହୀରାବେନ ମୋଦୀଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରି ତାଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏହି ବାଲୁକା ମୂର୍ତ୍ତିଟି ୧୫ ଫୁଟ୍‌ ଓସାର ବିଶିଷ୍ଟ ଏବଂ ଏଥିରେ ୧୫ ଟନ୍‌ ବାଲି ଉପଯୋଗ କରାଯାଇଛି । ଏହାକୁ ନିର୍ମାଣ କରିବାକୁ ମାନସଙ୍କୁ ୫ ଘଣ୍ଟା ସମୟ ଲାଗିଥିଲା ଏବଂ ଏଥିରେ ସେ ‘Heartfelt Tribute To Mother’ର ବାର୍ତ୍ତା ଦେଇଛନ୍ତି ।

jay balangir
Leave A Reply

Your email address will not be published.

4 × four =