om academy

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ବିଧାନସଭା ପରିସର ସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ବାଚସ୍ପତିଙ୍କ ସମେତ ଅନ୍ୟାନ୍ୟ ମନ୍ତ୍ରୀ ଓ ବିଶିଷ୍ଟ ବ୍ୟକ୍ତିଗଣ ପୁଷ୍ପମାଲ୍ୟ ଅର୍ପଣ କରିଥିବା ବେଳେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏଜି ଛକସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି ।

Leave A Reply

Your email address will not be published.