ପୁରୀ : ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ସୁରେଶ ଚନ୍ଦ୍ର ମହାପାତ୍ର । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ । ସମୀକ୍ଷା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ସୁରେଶ ଚନ୍ଦ୍ର ମହାପାତ୍ର । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ଏକ ଡ୍ରିମ୍ ପ୍ରକଳ୍ପ । ସମଗ୍ର ଦେଶରେ ଏହା ଏକ ବିରଳ ପ୍ରକଳ୍ପ । ଏହା ଏକ ବଡ ଚ୍ୟାଲେଞ୍ଜ ଥିଲା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସଂପୂର୍ଣ୍ଣ ପରେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଏକ ସୁନ୍ଦର ଅନୁଭୁତି ଓ ଆତ୍ମସନ୍ତୋଷ ଲାଭ କରିବେ ।
Prev Post
Next Post