om academy

ଏଏସ୍‌ଓ ଲିଖିତ ପରୀକ୍ଷା ଅନ୍ୟାଦେଶ ପର୍ଯ୍ୟନ୍ତ ସ୍ଥଗିତ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଉପୁଜିଥିବା ଜଟିଳ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଗାମୀ ୨୧ ଅଗଷ୍ଟ, ୨୦୨୨ରେ ହେବାକୁ ଥିବା ‘ଏଏସ୍‌ଓ ଲିଖିତ ପରୀକ୍ଷା’ ଅନ୍ୟାଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଗଲା । ପରୀକ୍ଷାର ପରବର୍ତ୍ତୀ କାର୍ଯ୍ୟସୂଚୀ ବିଜ୍ଞପ୍ତି ମାଧ୍ୟମରେ ଜଣାଇ ଦିଆଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.