jayashree

ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମହାମହିମ ରାଜ୍ୟପାଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ପ୍ରଥମ ଦିନରେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ସେ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି ।

Leave A Reply

Your email address will not be published.