ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ଦୀପାଳି ଦାସଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ା : ଝାରସୁଗୁଡ଼ା ଉପନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଥିବା ବିଜୁ ଜନତା ଦଳରର ପ୍ରାର୍ଥୀ ଦୀପାଳି ଦାସଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଲେ ବିଜେଡିର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେବାକୁ ମୂଳମନ୍ତ୍ର ଭାବେ ଗ୍ରହଣ କରି ଲୋକଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ନିଜକୁ ସମର୍ପିତ କରିବାକୁ ଦୀପାଳିଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.