ରକ୍ଷାବନ୍ଧନ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶା By Koshala Prabaha On Wednesday 30th August 2023, 8:45 am Share ଭୁବନେଶ୍ୱର : ରକ୍ଷାବନ୍ଧନ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜରୁରୀ କାର୍ଯ୍ୟରେ ବ୍ୟସ୍ତତା ଯୋଗୁଁ ମୁଖ୍ୟମନ୍ତ୍ରୀ ଆଜି ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ନାହିଁ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । bhubaneswar news