pakka

ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

bbehera

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଏକ୍ସ ଯୋଗେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଆପଣ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ । ଏହି ବର୍ଷ ଆପଣ ସମସ୍ତଙ୍କର ଜୀବନରେ ନୂତନ ଉତ୍ସାହ, ନୂତନ ତରଙ୍ଗ ଭରିଦେଉ ଏବଂ ନୂତନ ଶକ୍ତି ଯୋଗାଉ ।

jay balangir
Leave A Reply

Your email address will not be published.

16 + twelve =

error: Content is protected !!