ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟପାଳଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରସିଦ୍ଧ ରଥଯାତ୍ରା ଅବସରରେ ମାନ୍ୟବର ରାଜ୍ୟପାଳ ବିଶ୍ୱର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁଙ୍କ ଅପାର କୃପା ସମସ୍ତଙ୍କ ଉପରେ ଅତୁଟ ରହୁ ବୋଲି ସେ ପ୍ରାର୍ଥନା କରିଛନ୍ତି ।

Leave A Reply

Your email address will not be published.

19 + eleven =