ପବିତ୍ର ପଣା ସଂକ୍ରାନ୍ତି ଉପଲକ୍ଷେ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ପଣା ସଂକ୍ରାନ୍ତି ଉପଲକ୍ଷେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ, ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣା ପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ୱତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି ।

Leave A Reply

Your email address will not be published.

three × 3 =