pakka

ବିଧାୟକ ସରୋଜଙ୍କ ଦ୍ୱାରା ନିଜ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭନ୍ନ ବ୍ଲକର ୮ ଗୋଟି ପ୍ରକଳ୍ପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ

bbehera

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ବିଧାୟକ ସରୋଜ କୁମାର ମେହେର ନିଜ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଟଣାଗଡ଼, ବେଲପଡା, ଖପ୍ରାଖୋଲ ବ୍ଲକର ୮ ଗୋଟି ପ୍ରକଳ୍ପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଏବଂ ବିଭନ୍ନ ଗ୍ରାମକୁ ଯାଇ ଲୋକଙ୍କ ଅସୁବିଧା ବୁଝିଥିଲେ ଓ ଆଗାମୀ ଦିନରେ ଏହାର ଶୀଘ୍ର ସମାଧାନ କରିବା ପାଇଁ ପ୍ରତିଶୃତି ଦେଇଥିବା ବେଳେ ଏଥିରେ ବିଧାୟକଙ୍କ ସହ ବହୁ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

1 × 4 =

error: Content is protected !!