ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ଶୁଭକାମନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ଉଚ୍ଚ ମାଧ୍ୟମିକ ବାର୍ଷିକ ପରୀକ୍ଷା ଏପ୍ରିଲ ୨୮ ତାରିଖରୁ ଆରମ୍ଭ ହେଉଥିବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ଶୁଭକାମନା ଜଣାଇଛନ୍ତି । ସବୁ ପରୀକ୍ଷାର୍ଥୀ ଯେପରି ଚାପମୁକ୍ତ ହେବା ସହିତ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବେ ସେଥିପାଇଁ ସମସ୍ତଙ୍କୁ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.