centurian jitm

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା

nschool

ଭୁବନେଶ୍ୱର : ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ । କଟକରେ ଆୟୋଜିତ କାର୍ଯ୍ୟକ୍ରମରେ ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା । ରାଜ୍ୟର ପ୍ରାୟ ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ମାଗଣା ଚିକିତ୍ସା ସୁବିଧା । ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ମିଳିବ ମାଗଣା ଚିକିତ୍ସା ସୁବିଧା । ଓଡ଼ିଶାବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ୩ଟି ଯୋଜନାର ଲୋକାର୍ପଣ କରିଛନ୍ତି । ୩ଟି ଯୋଜନାରେ ରାଜ୍ୟର ୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଯୋଡ଼ି ହେବେ । ୭୦ ବର୍ଷ ବୟସରୁ ଅଧିକ ଲୋକମାନଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ ।

Leave A Reply

Your email address will not be published.