ବଲାଙ୍ଗିର ସହରରେ ସେଫସିଟି କେମେରା ସର୍ଭିଲେନ୍ସ ଓ ଟ୍ରାଫିକ ପ୍ରକଳ୍ପର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ସେଫସିଟି କେମେରା ସର୍ଭିଲେନ୍ସ ଓ ଟ୍ରାଫିକ ପ୍ରକଳ୍ପର ଶୁଭାରମ୍ଭ ହୋଇଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀଙ୍କ କରକମଳ ଓ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁଙ୍କ ଉପସ୍ଥିତିରେ ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକର ମଧ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

three × three =

error: Content is protected !!