pakka

ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉପଲକ୍ଷେ ପ୍ରଚାର ରଥର ଶୁଭାରମ୍ଭ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଫେବୃଆରୀ ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ କୋଶଳ କଳାମଣ୍ଡଳ ପଡିଆରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉପଲକ୍ଷେ ପ୍ରଚାର ରଥକୁ ଆଜି କୋଶଳ କଳାମଣ୍ଡଳ ପଡିଆରୁ ଜିଲ୍ଲାପାଳ ଚଞ୍ଚଳ ରାଣା ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।

jay balangir
Leave A Reply

Your email address will not be published.

4 × 2 =

error: Content is protected !!