centurian jitm

‘ଆନ୍ତର୍ଜାତିକ ଶ୍ରମ ଦିବସ’ରେ ନୂତନ ପ୍ରଯୁକ୍ତି ସେବାର ଶୁଭାରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ‘ଆନ୍ତର୍ଜାତିକ ଶ୍ରମ ଦିବସ’ ରାଜ୍ୟସ୍ତରୀୟ ସମାରୋହ ପାଳନ ଅବସରରେ ଆମ ଶ୍ରମିକ ଭାଇ ଓ ଭଉଣୀମାନଙ୍କ ପାଇଁ ନୂତନ ପ୍ରଯୁକ୍ତି ସେବାର ଶୁଭାରମ୍ଭ କରାଯିବ । “ପରିଶ୍ରମ ପୋର୍ଟାଲ” ମାଧ୍ୟମରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ୧୫ଟି ନୂତନ ସେବା ଆରମ୍ଭ କରାଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.