pakka

ସାହିତ୍ୟିକ ଗାୟତ୍ରୀବାଳା ପଣ୍ଡାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

bbehera

ଭୁବନେଶ୍ୱର : କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଖ୍ୟାତିସମ୍ପନ୍ନ ସାହିତ୍ୟିକ ଗାୟତ୍ରୀବାଳା ପଣ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଗାୟତ୍ରୀଙ୍କ ଏହି ସମ୍ମାନ ରାଜ୍ୟ ପାଇଁ ଗର୍ବ ଓ ଗୌରବ । ଏହି ପୁରସ୍କାର ତାଙ୍କ କ୍ୟାରିଅରର ଏକ ମାଇଲଖୁଣ୍ଟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ଗାୟତ୍ରୀବାଳାଙ୍କ ସ୍ୱାମୀ ତଥା ସାଂସଦ ମାନସ ମଙ୍ଗରାଜ ଓ ତାଙ୍କ ପୁଅ ମନୀତ ମଙ୍ଗରାଜ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

18 − four =

error: Content is protected !!