ପବିତ୍ର ମହାଶିବରାତ୍ରି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର : ଆଜି ପବିତ୍ର ମହାଶିବରାତ୍ରି ବା ଜାଗରଯାତ୍ରା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଜାଗରର ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟ୍‌ କରି ସେ ଜଣାଇଛନ୍ତି, ପବିତ୍ର ମହାଶିବରାତ୍ରି ତଥା ଜାଗର ଅବସରରେ ଓଡ଼ିଶାବାସୀଙ୍କୁ ମୋର ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି । ମହାଦେବଙ୍କ ଅପାର କରୁଣା ସଭିଙ୍କ ଜୀବନକୁ ସୁଖ ଶାନ୍ତିରେ ଭରିଦେଉ ।

Leave A Reply

Your email address will not be published.