jsm

ଭାଲୁମୁଣ୍ଡା ଓ ମହିମୁଣ୍ଡା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ବାଳିକା ହଷ୍ଟେଲ କାର୍ଯ୍ୟକ୍ଷମ ହୋଇଥିବା ନେଇ ଜିଲ୍ଲାପାଳଙ୍କ ସୂଚନା

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଭାଲୁମୁଣ୍ଡା ଓ ମହିମୁଣ୍ଡା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ଛାତ୍ରୀ ଏବଂ ତାଙ୍କ ଅବିଭାବକମାନେ ଜିଲ୍ଲା ପ୍ରଶାସନଙ୍କୁ ବହୁବାର ଅନୁରୋଧ କରିବା ପରେ ଜିଲ୍ଲା ପ୍ରଶାସନ ତରଫରୁ ଏହି ଅନୁରୋଧକୁ ରକ୍ଷା କରି ଏଠାରେ ବାଳିକା ହଷ୍ଟେଲ କାର୍ଯ୍ୟକ୍ଷମ କରାଯାଇଥିବା ନେଇ ଜିଲ୍ଲାପାଳ ଚଞ୍ଚଳ ରାଣା ସୂଚନା ଦେଇଛନ୍ତି । ଏଥିପାଇଁ ଛାତ୍ରୀମାନେ ଏବଂ ଅବିଭାବମାନଙ୍କ ମହଲରେ ଖୁସିର ଲହରୀ ଖେଳିଯାଇଥିବା ବେଳେ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି ।

yuvodaya
Leave A Reply

Your email address will not be published.