ଶ୍ରଦ୍ଧାଳୁମାନଙ୍କୁ ସହାୟତା ଯୋଗାଇଦେବା ପାଇଁ ପୁରୀରେ ସୂଚନା କେନ୍ଦ୍ରର ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଥଯାତ୍ରା ସମୟରେ ଶ୍ରଦ୍ଧାଳୁମାନଙ୍କୁ ସହାୟତା ଯୋଗାଇଦେବା ପାଇଁ ପୁରୀରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ୧୧ଟି ସ୍ଥାନରେ ସୂଚନା କେନ୍ଦ୍ର ଖୋଲାଯାଇଛି । ସେହିପରି ଓଡିଶା ଟୁରିଜିମ୍‌ ପକ୍ଷରୁ ୫ଟି ସ୍ଥାନରେ ପର୍ଯ୍ୟଟକଙ୍କ ପାଇଁ ସୂଚନାକେନ୍ଦ୍ର ଖୋଲାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.