‘ସୁଧାର’ ସମ୍ପାଦକ ପରୀକ୍ଷିତ ଦାସଙ୍କ ବିୟୋଗରେ ଏଏସ୍‌ଏମ୍‌ଏନ୍‌ଆଇର ଶୋକ

ବ୍ରହ୍ମପୁର, (କେପିଏନଏସ୍‌) : ରାଉରକେଲାରୁ ପ୍ରକାଶ ପାଉଥିବା ଦୈନିକ ସମ୍ବାଦପତ୍ର ‘ସୁଧାର’ର ସମ୍ପାଦକ ପରୀକ୍ଷିତ ଚନ୍ଦ୍ର ଦାସଙ୍କ ପରଲୋକ ହୋଇଯାଇଛି । ଦାସଙ୍କ ବିୟୋଗରେ ଅଖିଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ସଭାପତି ରବି ରଥ ଗଭୀର ଶୋକ ପ୍ରକାଶ କରିବା ସହ ସଂଗଠନ ଜଣେ ଲଢ଼ୁଆ ନେତାଙ୍କୁ ହରାଇଲା ବୋଲି କହିଥିଲେ । ‘ସୁଧାର’ ଖବରକାଗଜର ସମ୍ପାଦନା ଦାୟିତ୍ୱ ତୁଲାଉଥିବା ବେଳେ ବିଭିନ୍ନ ଖବରକାଗଜରେ ସାମ୍ବାଦିକତା କରି ଆସୁଥିଲେ । ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରାଯାଇଛି ।

Leave A Reply

Your email address will not be published.

12 − 8 =

error: Content is protected !!