ଶୁଖିଲା ଖାଦ୍ୟ ଏବଂ ରାସନ ସାମଗ୍ରୀ ବଣ୍ଟନ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଛତ୍ରପୁର ସହରାଞ୍ଚଳରେ ଚିହ୍ନଟ ହୋଇଥିବା ଗରୀବ ଭୋକିଲା ଲୋକଙ୍କୁ ଶୁଖିଲା ଖାଦ୍ୟ ଏବଂ ରାସନ ସାମଗ୍ରୀ ବଣ୍ଟନ କରାଯାଇଛି । ଜିଲ୍ଲା-ଗ୍ରାମ୍ୟଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ ନିଜେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଖାଦ୍ୟ ବଣ୍ଟନ କରିଛନ୍ତି ।

Leave A Reply

Your email address will not be published.

16 + 14 =

error: Content is protected !!