ବଲାଙ୍ଗିର, (କେପିଏନ୍ଏସ୍) : ଆସନ୍ତା ଜୁଲାଇରୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ ଲୋୟର ସୁକତେଲ ପ୍ରକଳ୍ପ ବୋଲି କ୍ଷେତ୍ର ପରିଦର୍ଶନରେ ଯାଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ଅନୁ ଗର୍ଗ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଆଜି ଉନ୍ନୟନ କମିଶନର ଅନୁ ଗର୍ଗ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଉନ୍ନୟନ ପ୍ରକଳ୍ପଗୁଡିକର ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହି କ୍ରମରେ ବଲାଙ୍ଗିରର ଜୀବନ ରେଖା କୁହାଯାଉଥିବା ଲୋୟର ସୁକତେଲ ପ୍ରକଳ୍ପ ପରିଦର୍ଶନ କରି ଉନ୍ନୟନ ସ୍ଥିତି ଅନୁଧ୍ୟାନ କରିଛନ୍ତି ।
Prev Post
Next Post