pakka

ସୁନାମୁଦି ପଞ୍ଚାୟତର ୮୭ ଜଣ ବିଜେପି ଓ କଂଗ୍ରେସ ଦଳ ଛାଡି ବିଜେଡି ଦଳରେ ଯୋଗଦାନ କଲେ

bbehera

ପାଟଣାଗଡ, (ଗୋରେଖନାଥ ବରିହା) : ବିଜୁ ଜନତା ଦଳର ସଭାପତି ତଥା ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଓ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଠାରେ ସୁନାମୁଦି ପଞ୍ଚାୟତର ୮୭ ଜଣ ବିଜେପି ଓ କଂଗ୍ରେସ ଦଳ ଛାଡି ବିଜେଡି ଦଳରେ ଯୋଗଦାନ କରିଥିବା ସୂଚନା ମିଳିଛି । ନୂତନ ଭାବେ ଯୋଗଦାନ କରିଥିବା ସଦସ୍ୟ ମାନଙ୍କୁ ବିଧାୟକ ଶ୍ରୀ ମେହେର ସ୍ୱାଗତ କରିଥିବା ବେଳେ ଦଳୀୟ କର୍ମକର୍ତ୍ତାଙ୍କୁ ନେଇ ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଏକ ବୈଠକ ଆୟୋଜନ ହୋଇଥିଲା । ଏହି ବୈଠକରେ ଆଗାମୀ ଦିନର କାର୍ଯ୍ୟପନ୍ଥା ଓ ସଂଗଠନ ବିଷୟରେ ଆଲୋଚନା ହୋଇଥିଲା ।

Leave A Reply

Your email address will not be published.

1 × three =