ସୁନ୍ଦରାକାଣ୍ଡରେ ଯୋଗ ଦେଲେ ପୌରାଧ୍ୟକ୍ଷା ଲିକା ସାହୁ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ୧୩ ନଂ ୱାର୍ଡ କଂସାରୀପଡାରେ ସୁନ୍ଦରାକାଣ୍ଡ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗ ଦେଇଥିଲେ ।

Leave A Reply

Your email address will not be published.

one × four =