pakka

ଲୋକଙ୍କ ଖାଦ୍ୟ ସୁରକ୍ଷା ହେଉଛି ସୁନିଶ୍ଚିତ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଉତ୍ତମ ପରିଚାଳନା ଯୋଗୁଁ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ସାରା ବିଶ୍ୱରେ ପ୍ରଶଂସିତ ହୋଇଛି । ଏନ୍ଏଫ୍ଏସ୍ଏ ଏବଂ ଟିପିଡିଏସ୍ ପରି ସୂଚକାଙ୍କରେ ଓଡ଼ିଶା ଶୀର୍ଷ ସ୍ଥାନ ହାସଲ କରିଥିବା ବେଳେ ରାଜ୍ୟର ୩.୩୩ କୋଟି ଲୋକଙ୍କ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ ହେଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

6 + 7 =