pakka

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦ୍ଵାରା ନବ ନିର୍ମିତ ଅଫିସ ଉଦ୍‌ଘାଟିତ

bbehera

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଅମ୍ବାଭୋନା ତହସିଲ ଅନ୍ତର୍ଗତ ବୁଙ୍ଗାପାଲି ଏବଂ ଭୁକ୍ତା ଠାରେ ଆଜି ରାଜସ୍ୱ ନୀରିକ୍ଷକଙ୍କ କାର୍ଯ୍ୟାଳୟ ଓ ନୂତନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ନୂତନ କୋଠାକୁ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ଉଦ୍‌ଘାଟନ କରିଥିଲେ । ଉଦଘାଟନୀ ଉତ୍ସବରେ ଅନ୍ୟମାନଙ୍କ ସହିତ ବ୍ଲକ ଅଧ୍ୟକ୍ଷା ନୀଳ କୁମାରୀ ନାଏକ ଓ ସରକାରୀ ଅଧିକାରୀ, ଦଳୀୟ କର୍ମୀ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

8 − six =

error: Content is protected !!