୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ପାଳନ ନିମନ୍ତେ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ପାଳନ ନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭିନ୍ନ ଦାୟିତ୍ୱ ସମ୍ପାଦନକୁ ନେଇ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ସମାରୋହର ସଫଳ ପରିଚାଳନା ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହୋଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!