୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପୂର୍ବାହ୍ନ ୯ ଟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିବେ । ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସ୍ବତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଏବଂ “ଅହିଂସା ରଥ”ର ରାଜ୍ୟବ୍ୟାପୀ ପରିକ୍ରମାର ଶୁଭାରମ୍ଭ କରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.