ତୁରେକେଲା ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ୭୬ତମ ସ୍ୱାଧୀନତା ଦିବସ ପାଳିତ

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍କୁଲ, କଲେଜ, ପଞ୍ଚାୟତ, ଅଙ୍ଗନୱାଡି କେନ୍ଦ୍ର ଓ ସମସ୍ତ ଅଫିସ ଗୁଡ଼ିକରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷ ସ୍ଵାଧୀନତାର ୭୬ତମ ସ୍ୱାଧୀନତା ଦିବସରେ ବିଭିନ୍ନ ଗାଁର ପ୍ରତି ଛକ ନିକଟରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରାଯାଇଥିଲା । ଏହି ଅବସରରେ ମୁଖ୍ୟ ଅତିଥିମାନେ ସ୍ୱାଧୀନତା ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ମତବ୍ୟକ୍ତ କରିଥିଲେ ।

Leave A Reply

Your email address will not be published.