om academy

କ.ନୂଆଗାଁ ବ୍ଲକରେ ସ୍ୱାଧୀନତା ଦିବସ ପାଳନ

jsm

କ.ନୂଆଗାଁ : କନ୍ଧମାଳ ଜିଲ୍ଲା କ ନୂଆଗାଁ ବ୍ଲକ ଅଞ୍ଚଳରେ ଥିବା ୧୪ଟି ପଞ୍ଚାୟତ ଓ ସମସ୍ତ କାର୍ଯ୍ୟାଳୟ ଓ ବିଦ୍ୟାଳୟରେ ୭୬ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି । କୁଡୁତୂଲି ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସରପଞ୍ଚ ଚନ୍ଦ୍ର ମଲ୍ଲିକ ଉପସ୍ଥିତ ରହି ଜାତୀୟ ପତାକା ଉତ୍ତୋଳନ କରିଥିଲେ । ମହାସିଂ ପଞ୍ଚାୟତଠାରେ ସରପଞ୍ଚ ରଞ୍ଜିତ କୁମାର ମଲିକ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ କାର୍ଯ୍ୟନିର୍ବାହୀ ଅଧିକାରୀ କେସବ ଚନ୍ଦ୍ର କମ୍ପ ଓ ଗ୍ରାମର ସମସ୍ତ ଜନସାଧାରଣ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.