csstore

ଲୋୟର ସୁକତେଲ ଡେମ୍‌ରେ ୭୭ତମ ସ୍ୱାଧୀନତା ଦିବସ ପାଳନ କଲା ବଲାଙ୍ଗିର ଜିଲ୍ଲା ପ୍ରଶାସନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସାରା ଦେଶ ୭୭ତମ ସ୍ୱାଧୀନତା ଦିବସ ପାଳନ କରୁଛି । ଏହି ଅବସରରେ ବଲାଙ୍ଗିରର ଜୀବନ ରେଖା କୁହାଯାଉଥିବା ଲୋୟର ସୁକତେଲ ଡେମ୍‌ରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ପାଳନ କରାଯାଇଥିବା ବେଳେ ଏଥିରେ ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣା, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରୀଙ୍କ ସହ ବହୁ ପ୍ରଶାସନିକ ଅଧିକାରୀମାନେ ସାମିଲଥିବା ନେଇ ଜଣାପଡିଛି ।

jayashree
Leave A Reply

Your email address will not be published.