ରାଜ୍ୟସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ ସମାରୋହ ସ୍ଥଳରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ୱାଗତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ ସମାରୋହ ସ୍ଥଳରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଏବଂ ଗୃହ ବିଭାଗ ପ୍ରମୁଖ ଶାସନ ସଚିବ ସ୍ୱାଗତ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.