centurian jitm

ନୂଆପଡାରେ ଅହିଂସା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା

nschool

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସଦରମହକୁମାରେ ‘ଅହିଂସା ରଥ’କୁ ସ୍ୱାଗତ କରି ବିଶାଳ ଜନ ସମାବେଶ ହୋଇଥିଲା । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଡିଓ, ସିଡିପିଓ ଏବଂ ଅନ୍ୟାନ୍ୟ ଅଧିକାରୀ ତଥା ଜନ ପ୍ରତିନିଧିଗଣ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.