p purohi

ବରଗଡ଼ ଜିଲ୍ଲା ଛାତ୍ର କଂଗ୍ରେସ କମିଟି ତରଫରୁ ସ୍ୱାଗତ

dr. purohit

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଛାତ୍ର କଂଗ୍ରେସ କମିଟି ତରଫରୁ ଆଜି ବରଗଡ଼ ଜିଲ୍ଲା ଗ୍ରସ୍‌ସ୍ତରେ ଆସିଥିବା ରାଷ୍ଟ୍ରୀୟ ସମ୍ପାଦକ ତଥା ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ପ୍ରଭାରୀ ରୋଶନ ଲାଲ ବିଟୁ, ରାଷ୍ଟ୍ରୀୟ ସଂଯୋଜକ ତଥା ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ସହ ପ୍ରଭାରୀ ଆଦିତ୍ୟ ଚୌଧୁରୀ ଓ ରାହୁଲ ରାୟଙ୍କୁ ସ୍ୱାଗତ କରାଯାଇଥିଲା । ଏଥିରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ସୋସିଆଲ ମିଡ଼ିଆ ଅଧ୍ୟକ୍ଷ ଅଭିଳାଷ ପତି, ବରଗଡ଼ ଜିଲ୍ଲା ଯୁବ କଂଗ୍ରେସ କାର୍ୟ୍ୟକାରୀ ସଭାପତି ସୁଶାନ୍ତ ସାହୁ, ବରଗଡ଼ ଜିଲ୍ଲା ଯୁବ କଂଗ୍ରେସ ସୋସିଆଲ ମିଡ଼ିଆ ସଂଯୋଜକ ପପୁ କୁମ୍ଭାର, ଛାତ୍ର ନେତା ଅଭିଷେକ ନାୟକ, ଧୀରେନ ମେହେର ପ୍ରମୁଖ ଉପସ୍ଥିତ ଥିଲେ ।

nrusinghnath
Leave A Reply

Your email address will not be published.