ତେନ୍ତୁଳୀଗୁମ୍ମାଠାରେ ଅହିଂସା ରଥକୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋରାପୁଟ ଜିଲ୍ଲାର ଶହୀଦ ପୀଠ ବୈପାରିଗୁଡ଼ାର ତେନ୍ତୁଳୀଗୁମ୍ମାଠାରେ ଅହିଂସା ରଥକୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!