ସୁନାବେଢା ପୌରାଞ୍ଚଳରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୁନାବେଢା ପୌରାଞ୍ଚଳରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏହି ପରିପ୍ରେକ୍ଷୀରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ହଜାର ହଜାର ନାଗରିକ । ଆକର୍ଷଣୀୟ ଚିତ୍ରାଙ୍କନରେ ଛାତ୍ରଛାତ୍ରୀ ସ୍ୱାଗତ କଲେ ଅହିଂସା ରଥକୁ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!