ଭୁବନେଶ୍ୱର/ ବାରିପଦା : ଜନ୍ମମାଟିରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମୟୂରଭଞ୍ଜ ବାଦାମ ପାହାଡ଼ ହେଲିପ୍ୟାଡ଼ରେ ଅବତରଣ କଲା ରାଷ୍ଟ୍ରପତିଙ୍କ ହେଲିକେପ୍ଟର । ପଶ୍ଚିମବଙ୍ଗର କଲେଇକୁଣ୍ଡା ଏୟାରପୋର୍ଟରୁ ବାୟୁସେନାର ସ୍ୱତନ୍ତ୍ର ହେଲିକେପ୍ଟରରେ ବାଦାମପାହାଡ ଠାରେ ନିର୍ମିତ ହୋଇଥିବା ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିଥିଲେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ।
Prev Post