ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ସ୍ୱର ଝଙ୍କାରର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ସ୍ୱର ଝଙ୍କାରର ବାର୍ଷିକ ଉତ୍ସବ ବଡ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ଏଥିରେ ଅତିଥି ଭାବେ ବଲାଙ୍ଗିର ପୌରଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ବଲାଙ୍ଗିର ପଂଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସରିତା ବାଗ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଂଜନ ମିଶ୍ର, ଜିଲ୍ଲା ସମିତି ସଭ୍ୟ ସଭ୍ୟା ସଂଘର ସଭାପତି ଗୋଲାପ ବାଗ ଯୋଗ ଦେଇଥିବା ବେଳେ ସ୍ୱର ଝଙ୍କାରର ମୁଖ୍ୟ ଉପଦେଷ୍ଟା ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଓ ଉପଦେଷ୍ଟା ନରେନ୍ଦ୍ର ନାଥ ମିଶ୍ର ମଂଚରେ ମଂଚାସୀନ ଥିଲେ ।

Leave A Reply

Your email address will not be published.